ଆଜି ଓଡିଶାରେ ସୁନା ରେଟ କମିଗଲା ବହୁତ : ଆଜି ଓଡିଶାରେ ରେଟ ଅଛି ମାତ୍ର ଏତିକି

suna-rate

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜିବି ପୁଣି ସୁନା ଏବଂ ରୂପା ଦରରେ ହ୍ରାସ ଦେଖିବା ପାଇଁ ମିଳିଛି ତେବେ କେତେ ଟଙ୍କା ହ୍ରାସ ହୋଇଛି ତଥା ଏହା ସହିକ ଆମ ରାଜଧାନୀ ଭୁବନେଶ୍ୱର ରେ କଣ ରହିଛି ନୂଆ ଦର ତେବେ ଆପଣ ମାନେ କିଣିବା ପାଇଁ କେତେ ଟଙ୍କା ଦେଇ କିଣି ପାରିବେ ସଂମ୍ପର୍ଣ୍ଣ ଅପଡେଟ୍ ଜାଣିବା ପାଇଁ ହେଲେ ଆପଣ ମାନେ ଏଠାରେ ପୋଷ୍ଟ କୁ ନିଶ୍ଚିତ ଭାବେ ଶେଷ ପର୍ଯ୍ୟନ୍ତ ପଢନ୍ତୁ ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୭୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୪୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୩୫୦ ଟଙ୍କା ରହିଛି।

gold

ସେମିତି ରେ ବର୍ତମାନ ସମୟ ରେ ଷ୍ଟକ୍ ମାର୍କେଟ୍ ଏବଂ କମ୍ୟୁନିଟି ମାର୍କେଟ୍ ମାନଙ୍କ ରେ ଏହି ମୂଲ୍ୟ ର ଦର କମି ଜାଇ ଥିବା ବେଳେ ଆଗାମୀ ଦିନ ରେ ସବୁ ଗହଣା ଦୋକାନ ମାନଙ୍କ ରେ ଏହି ସବୁ ଧାତୁ ଉପରେ ସୁଲଭ ମୂଲ୍ୟ ଆପଣ ମାନେ ପାଇ ପାରିବେ ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୭୬୦ ଟଙ୍କା ଓ ୪୫,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୧୦ ଟଙ୍କା ଓ ୪୯,୮୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୬୦ ଟଙ୍କା ଓ ୪୮,୫୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

gold

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *